Masthead

ଖୁସି ଖବର : ଜିରୋ ଡେଥ୍

ଭୁବନେଶ୍ୱର: ଦେଶରେ ଲୋକେ କରୋନା ଭୂତାଣୁର ନୂଆ ଷ୍ଟ୍ରେନକୁ ନେଇ ଭୟଭୀତ ଅବସ୍ଥାରେ ଥିବାବେଳେ ଆଜି ଓଡିଶା ପାଇଁ ଖୁସି ଖବର ରହିଛି । ଆଜି ୬ ମାସ ପରେ ପ୍ରଥମ ଥର ପାଇଁ ଓଡିଶାରେ କୌଣସି କୋଭିଡ ମୃତ୍ୟୁ ହୋଇନାହିଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୌଣସି କୋଭିଡ ମୃତ୍ୟୁ ହୋଇ ନାହିଁ । କୋଭିଡ ୱାରିୟର୍ସରଙ୍କ ନିରନ୍ତର ଉଦ୍ୟମ ପାଇଁ ଏହା ସମ୍ଭବ କରିପାରିଛି ବୋଲି ବିଭାଗ କହିଛି । ଜାନୁଆରୀ ୪ ପର୍ଯ୍ୟନ୍ତ ଓଡିଶାରେ କୋଭିଡ ମୃତ୍ୟୁ ସଂଖ୍ୟା ୧,୮୮୨ କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା