ମାନବିକତା ଦେଖାଇଲେ ଯୁବକ

କୃଷ୍ଣପ୍ରସାଦ (ବଡ଼ ଖବର ବ୍ୟୁରୋ ): ମାନବିକତା ଦେଖାଇଲେ ଯୁବ ସମାଜସେବୀ ନିରୋଜ କୁମାର ରଣସିଂ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ହୁଞ୍ଜଣ ଗାଁ ନିକଟରେ ଭାରସମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇ ରାସ୍ତାରେ ଛଟପଟ ହେଉଥିଲେ ସାମନ୍ତରାପୁର ଗାଁର ଆରତ ବିଶ୍ୱାଳ। ସେହି ରାସ୍ତା ଦେଇ ଯାଉଥିବା ନିରୋଜ ସଙ୍ଗେ ସଙ୍ଗେ ନିଜ କାରରେ ତାଙ୍କୁ ନେଇ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ନିରୋଜଙ୍କ ଏଭଳି କାର୍ୟ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’