Masthead

ମାଲବାହୀ ଟ୍ରେନରେ ଲାଗିଲା ନିଆଁ

ସୋର(ବଡ଼ ଖବର ବ୍ୟୁରୋ): ମାଲବାହୀ ଟ୍ରେନରେ ଲାଗିଲା ନିଆଁ । ସୋର ରେଳ ଷ୍ଟେସନରେ ଏକ ମାଲବାହୀ ଟ୍ରେନର ଦୁଇଟି ବଗିରେ ନିଆଁ ଲାଗିଥିବା ଜଣାପଡିଛି। ମାଲବାହୀ ଟ୍ରେନଟି ଭଦ୍ରକରୁ ଖଡ଼ଗପୁର ଯାଉଥିବା ବେଳେ ଦୁଇଟି ବଗିରେ ହଠାତ ନିଆଁ ଲାଗିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଷ୍ଟେସନ ମାଷ୍ଟରଙ୍କୁ ଖବର ଦେଇଥିଲେ। ପରେ ଅଗ୍ନିଶମ ବିଭାଗର ଏକ ଟିମ୍ ଷ୍ଟେସନରେ ପହଞ୍ଚି ଚଳନ୍ତା ଟ୍ରେନରେ ନିଆଁ ଆୟତ୍ତ କରିବା ପରେ ଟ୍ରେନଟି ଷ୍ଟେସନ୍ ଛାଡ଼ି ଗନ୍ତବ୍ୟ ସ୍ଥଳକୁ ଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ