Masthead

ମାଲବାହୀ ଟ୍ରେନରେ ଲାଗିଲା ନିଆଁ

ସୋର(ବଡ଼ ଖବର ବ୍ୟୁରୋ): ମାଲବାହୀ ଟ୍ରେନରେ ଲାଗିଲା ନିଆଁ । ସୋର ରେଳ ଷ୍ଟେସନରେ ଏକ ମାଲବାହୀ ଟ୍ରେନର ଦୁଇଟି ବଗିରେ ନିଆଁ ଲାଗିଥିବା ଜଣାପଡିଛି। ମାଲବାହୀ ଟ୍ରେନଟି ଭଦ୍ରକରୁ ଖଡ଼ଗପୁର ଯାଉଥିବା ବେଳେ ଦୁଇଟି ବଗିରେ ହଠାତ ନିଆଁ ଲାଗିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଷ୍ଟେସନ ମାଷ୍ଟରଙ୍କୁ ଖବର ଦେଇଥିଲେ। ପରେ ଅଗ୍ନିଶମ ବିଭାଗର ଏକ ଟିମ୍ ଷ୍ଟେସନରେ ପହଞ୍ଚି ଚଳନ୍ତା ଟ୍ରେନରେ ନିଆଁ ଆୟତ୍ତ କରିବା ପରେ ଟ୍ରେନଟି ଷ୍ଟେସନ୍ ଛାଡ଼ି ଗନ୍ତବ୍ୟ ସ୍ଥଳକୁ ଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା