Masthead

ଆଫଗାନ ସରକାରଙ୍କ ଇ-ମେଲ ଆକାଉଣ୍ଟ ବନ୍ଦ କଲା ଗୁଗୁଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଫଗାନ ସରକାରଙ୍କ ଇ-ମେଲ ଆକାଉଣ୍ଟକୁ ବନ୍ଦ କଲା ଗୁଗୁଲ । ଏ ପର୍ଯ୍ୟନ୍ତ ବନ୍ଦ ହୋଇଥିବା ଆକାଉଣ୍ଟ ସଂଖ୍ୟା ନେଇ ଗୁଗୁଲ କୌଣସି ସୂଚନା ଦେଇ ନାହିଁ । ତେବେ ଆଫଗାନିସ୍ତାନରେ ପୂର୍ବ ସରକାରଙ୍କ ଅଧିକାରୀଙ୍କ ଦ୍ୱାରା ବ୍ୟବହୃତ ହେଉଥିବା ଆକାଉଣ୍ଟର ଦୂରପଯୋଗକୁ ତାଲିବାନ ଠାରୁ ରୋକିବା ପାଇଁ ଗୁଗୁଲ ଏଭଳି ନିଷ୍ପତ୍ତି ନେଇଥିବାର ଦେଖିବା ପାଇଁ ମିଳିଛି ।

ଅପରପକ୍ଷେ ଆଫଗାନିସ୍ତାନକୁ ତାଲିବାନ ଦଖଲ କଲା ପରେ ଅନେକ ସରକାରୀ କର୍ମଚାରୀ ସମେତ ହଜାର ହଜାର ସଂଖ୍ୟାରେ ଲୋକେ ଦେଶଛାଡି ଚାଲିଯାଇଛନ୍ତି । ସେମାନଙ୍କ ମଧ୍ୟରେ ଆଫଗାନିସ୍ତାନ ରାଷ୍ଟ୍ରପତି ମଧ୍ୟ ଅଛନ୍ତି । ତେଣୁ ସମସ୍ତ ସରକାରୀ ଡାଟାର ଦୂରୁପଯୋଗକୁ ରୋକିବା ପାଇଁ ଗୁଗୁଲ ଏଭଳି ନିଷ୍ପତ୍ତି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ