Masthead

କୁହୁଡ଼ି ଲବଣ ସତ୍ୟାଗ୍ରହ ପୀଠରେ ପାଳିତ ହେଲା ଗୋପବନ୍ଧୁ ଜୟନ୍ତୀ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୪ତମ ଜନ୍ମ ଜୟନ୍ତୀ । ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ଏହି ମହାପୁରୁଷ । ରାଜ୍ୟର ବିଭିନ୍ନ ସ୍ଥାନରେ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ ହୋଇଛି । ଅସ୍ତରଙ୍ଗ କୁହୁଡ଼ି ଲବଣ ସତ୍ୟାଗ୍ରହ ପୀଠରେରେ ପାଳିତ ହୋଇଛି ଗୋପବନ୍ଧୁଙ୍କ ଜୟନ୍ତୀ । ଉକ୍ତ ଉତ୍ସବରେ ଅସ୍ତରଙ୍ଗ କାକଟପୁର ମୁଖ୍ୟ ସଂଯୋଜକ ପଣ୍ଡିତ କାଳନ୍ଦୀ ଚରଣ ଛାଟୋଇଙ୍କ ସହ ଅନ୍ୟ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ । ଗୋପବନ୍ଧୁଙ୍କୁ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିବା ସହ ସ୍ମତିଚାରଣ କରାଯାଇଥିଲା । ଗୋପବନ୍ଧୁ ଏକାଧାରରେ ଓଡ଼ିଆ ସାହିତିକ, ଗରିବଙ୍କ ଦରଦୀ ବନ୍ଧୁ ଏବଂ ସ୍ୱାଧିନତା ସଂଗ୍ରାମୀ ଥିଲେ । କୁହୁଡ଼ି ଲବଣ ସତ୍ୟାଗ୍ରହ ପୀଠରେ ପାଳିତ ହେଲା ଗୋପବନ୍ଧୁ ଜୟନ୍ତୀ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ