Masthead

ଝାରସୁଗୁଡ଼ା ଏଡିଜେ କୋର୍ଟରେ ଗୋପାଳ ଦାସ ହାଜର

ଝାରସୁଗୁଡ଼ା(ବଡଖବର ବ୍ୟୁରୋ):  ନବଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସକୁ ଝାରସୁଗୁଡ଼ା ଏଡିଜେ କୋର୍ଟରେ ହାଜର କରାଯାଇଛି । ଚୌଦ୍ୱାର ଜେଲରୁ ଗୋପାଳକୁ କଡ଼ା ସୁରକ୍ଷା ବଳୟରେ ଝାରସୁଗୁଡ଼ା କୋର୍ଟକୁ ଅଣାଯାଇଥିଲା । ଏଡିଜେ କୋର୍ଟ ବିରୋଧରେ ଆସିଥିବା ଅଭିଯୋଗ ଆଧାରରେ ଚାର୍ଜ ଫ୍ରେମ ହେବାର ଥିଲା । ମାତ୍ର ପ୍ରତିପକ୍ଷ ଡିସଚାର୍ଜ ପିଟିସନ ଦାଖଲ କରିଥିଲେ । ଗୋପାଳ ଦସେଙ୍କ କେସ୍ ପାଇଁ ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ମହେଶ ଜେନାଙ୍କୁ ନିଯୁକ୍ତି କରିଛନ୍ତି । ଗତ ୨୬ ତାରିଖରେ ହାଜିରା ସମୟରେ ଗୋପାଳ ନିଜ ପାଇଁ ଆଇନଜୀବୀ ଠିକ କରିନଥିବାରୁ ଷ୍ଟେଟ ଡିଫେନ୍ସ କାଉନସିଲ ନରେଶ ନାୟକଙ୍କୁ ନିଯୁକ୍ତି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ