Masthead

ଗୋପାଳ ପାଇଛି ୧୮ ପ୍ରଶଂସାପତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ସନ୍ଦେହରେ ଜେଲରେ ଥିବା ପୂର୍ବତନ ଏଏସଆଇ ନବ ଦାସଙ୍କୁ ମିଳିଛି ୧୮ ପୁରସ୍କାର । ୧୯୯୨ ଜୁଲାଇ ୮ରେ ବ୍ରହ୍ମପୁର ପୋଲିସ ଜିଲ୍ଲାରେ କନଷ୍ଟେବଳ ଭାବେ ନିଯୁକ୍ତି ପାଇଥିବା ଗୋପାଳ ୨୦୦୯ରେ ଏଏସଆଇ ପଦବୀକୁ ପଦୋନ୍ନତି ପାଇଥିଲେ । ସେ ଝାରସୁଗୁଡ଼ା ଜିଲ୍ଲାରେ ନିଯୁକ୍ତ ହୋଇ ବିଭିନ୍ନ ଥାନା ଓ ଫାଣ୍ଡିରେ ୧୩ ବର୍ଷ କାର୍ଯ୍ୟ କରିଛନ୍ତି ବୋଲି ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ।

ମନ୍ତ୍ରୀ କହିଛନ୍ତି ଗୋପାଳ ବଡ଼ମାଳ, କୋଲାବିରା, ବନହରପାଲି, ବେଲପାହାଡ଼ ଥାନାରେ କାର୍ଯ୍ୟ କରିଛନ୍ତି । ୨୦୨୦ ନଭେମ୍ବର ୨୭ରୁ ସେ ଝାରସୁଗୁଡାର ଗାନ୍ଧୀଛକ ଫାଣ୍ଡିରେ କାର୍ଯ୍ୟ କରୁଥିଲେ । ସମୁଦାୟ ୧୮ଟି ଜିଏସ ମାର୍କ ତାଙ୍କୁ ମିଳିଛୀ । ୯ ଥର ମନୀ ରିୱାର୍ଡ ପାଇଛନ୍ତି । ଗୋପାଳଙ୍କୁ ୧୮ଟି ପ୍ରଶଂସା ପତ୍ର ମିଳିଛି ବୋଲି ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ