Masthead

ଚୌଦ୍ବାର ଜେଲରେ ଗୋପାଳ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):ବଦଳିଛି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ ଦାସର ଠିକଣା । ମଙ୍ଗଳବାର ରାତିରେ ଚୌଦ୍ୱାର ଜେଲକୁ ସ୍ଥାନାନ୍ତର ହୋଇଛି ଗପାଳ । ସୁରକ୍ଷା ଦୃଷ୍ଟିରୁ ଗୋପାଳକୁ ଝାରସୁଗୁଡା ଜେଲରୁ ଚୌଦ୍ୱାର ଜେଲ୍ ସ୍ଥାନାନ୍ତର କରାଯାଇଛି । କ୍ରାଇମବ୍ରାଞ୍ଚର ସ୍ପେସିଆଲ ଟିମ ସନ୍ଧ୍ୟା ୮.୨୦ମିନିଟ ସମୟରେ ଏକ ଟ୍ରାଭେଲର ଗାଡିରେ ୨୦ରୁ ଉର୍ଦ୍ଧ ପୋଲିସଙ୍କ ସୁରକ୍ଷା ବଳୟରେ ପହଁଚିଥିଲା ଚୌଦ୍ୱାର ଜେଲ । ପୋଲିସ ତାର କଡନ ମଧ୍ୟରେ ଗୋପାଳକୁ ଜେଲର ମୁଖ୍ୟ ଫାଟକ ମଧ୍ୟକୁ ପ୍ରବେଶ କରାଇଥିଲା । ତେବେ ଜେଲରେ ପଶି ସର୍ବପ୍ରଥମେ ସେ ଜେଲର ଚଟାଣକୁ ଆଣ୍ଠେଇ ପ୍ରଣାମ କରିଥିଲା ।

ପରେ ଗୋପାଳର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ୩ନମ୍ବର ସେଲରେ ରଖାଯାଇଛି । ଚୌଦ୍ୱାର ଜେଲ୍‌ରେ ଗୋପାଳଙ୍କୁ ୨୪ ଘଣ୍ଟିଆ ପହରା ମଧ୍ୟରେ ରଖାଯିବ । ଏଥିସହ ଅଭିଯୁକ୍ତ ଗୋପାଳ ସୁରକ୍ଷା ପାଇଁ ସୁପରିଟେଣ୍ଡେଣ୍ଟଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ସୂଚନା ଦେଇଛି ଜେଲ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା