Masthead

ଆଜି ସରୁଛି ଗୋପାଳ ୫ ଦିନିଆ ରିମାଣ୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ ): ଆଜି ସରୁଛି ଗୋପାଳ ଦାସର ୫ ଦିନିଆ ରିମାଣ୍ଡ । କୋର୍ଟରେ ହାଜର କରି ଆଉ ଥରେ ରିମାଣ୍ଡରେ ନେବାକୁ ଆବେଦନ କରିପାରେ କ୍ରାଇମବ୍ରାଞ୍ଚ । ଗୁଜୁରାଟରେ ନାର୍କୋ ଟେଷ୍ଟ ପରେ ଝାରସୁଗୁଡା ଫେରିଛି ଗୋପାଳ ଦାସ । ଗତକାଲି ବିଳମ୍ବିତ ରାତିରେ ଗୋପାଳକୁ ଝାରସୁୁଗୁଡା ଏୟାରପୋର୍ଟ ଥାନାରେ ରଖି ଅଧିକ ପଚରାଉଚରା କରାଯାଇଛି । ଏପଟେ ଆଜି ଗୋପାଳର ୫ ଦିନିଆ ରିମାଣ୍ଡ ଶେଷ ହେଉଛି । ତେଣୁ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳକୁ ଆଜି କୋର୍ଟରେ ହାଜର କରି ପୁଣି ଥରେ ରିମାଣ୍ଡରେ ନେବାକୁ ଆବେଦନ କରିପାରେ । ଏଥି ସହ ନାର୍କୋ ଟେଷ୍ଟ ରିପୋର୍ଟ କୋର୍ଟରେ ଦାଖଲ କରିବ କ୍ରାଇମବ୍ରାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ