Masthead

ଚୌଦ୍ୱାର ଜେଲ ଗଲା ଗୋପାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ଜେଲ ଗଲା ଗୋପାଳ ଦାସ । ସୁରକ୍ଷା ଦୃଷ୍ଟିରୁ ସ୍ଥାନାନ୍ତର ପାଇଁ ଅନୁମତି ଦେଲେ ଝାରସୁଗଡା ଜେଏମ୍ଏଫସି କୋର୍ଟ । ସୁରକ୍ଷା ଦୃଷ୍ଟିରୁ ସ୍ଥାନାନ୍ତର ପାଇଁ ଜେଲ ବିଭାଗ ଆବେଦନ କରିଥିଲା ।ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡକୁ ୧୭ ଦିନ ହେଲା । କିନ୍ତୁ ହତ୍ୟାକାଣ୍ଡ ପଛର କାରଣ ଏବେ ବି ରହସ୍ୟ ହୋଇ ରହିଛି। ଗୁଳିକାଣ୍ଡ ଦିନଠୁ ଯେଉଁ ପ୍ରଶ୍ନ ଉଠିଥିଲା, ସେହି ପ୍ରଶ୍ନର ଉତ୍ତର ଆଜି ବି ମିଳି ନାହିଁ । ଅଭିଯୁକ୍ତ ଗୋପାଳ ଦାସ କାହିଁକି ମନ୍ତ୍ରୀଙ୍କୁ ଗୁଳି କଲେ, ଏହା ପଛର କାରଣ କଣ, ତାର ଖୁଲାସ କ୍ରାଇମବ୍ରାଞ୍ଚ ଏବେ ବି କରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ