Masthead

ଚୌଦ୍ୱାର ଜେଲ ଗଲା ଗୋପାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ଜେଲ ଗଲା ଗୋପାଳ ଦାସ । ସୁରକ୍ଷା ଦୃଷ୍ଟିରୁ ସ୍ଥାନାନ୍ତର ପାଇଁ ଅନୁମତି ଦେଲେ ଝାରସୁଗଡା ଜେଏମ୍ଏଫସି କୋର୍ଟ । ସୁରକ୍ଷା ଦୃଷ୍ଟିରୁ ସ୍ଥାନାନ୍ତର ପାଇଁ ଜେଲ ବିଭାଗ ଆବେଦନ କରିଥିଲା ।ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡକୁ ୧୭ ଦିନ ହେଲା । କିନ୍ତୁ ହତ୍ୟାକାଣ୍ଡ ପଛର କାରଣ ଏବେ ବି ରହସ୍ୟ ହୋଇ ରହିଛି। ଗୁଳିକାଣ୍ଡ ଦିନଠୁ ଯେଉଁ ପ୍ରଶ୍ନ ଉଠିଥିଲା, ସେହି ପ୍ରଶ୍ନର ଉତ୍ତର ଆଜି ବି ମିଳି ନାହିଁ । ଅଭିଯୁକ୍ତ ଗୋପାଳ ଦାସ କାହିଁକି ମନ୍ତ୍ରୀଙ୍କୁ ଗୁଳି କଲେ, ଏହା ପଛର କାରଣ କଣ, ତାର ଖୁଲାସ କ୍ରାଇମବ୍ରାଞ୍ଚ ଏବେ ବି କରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା