Masthead

କୋର୍ଟରେ ହାଜର ହେବା ପରେ ଜେଲ ଗଲା ଗୋପାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋର୍ଟରେ ହାଜର ହେବା ପରେ ଜେଲ ଗଲା ଗୋପାଳ ଦାସ । ଆଜି ଝାରସୁଗୁଡା ଜେଏମଏଫସି କୋର୍ଟରେ ହାଜର କରାଇଛନ୍ତି କ୍ରାଇମବ୍ରାଞ୍ଚ । କଡାସୁରକ୍ଷା ବଳୟ ଭିତରେ ଗୁଜରାଟରୁ ଆସିବାପରେ ଗୋପାଳଙ୍କୁ ହାଜର କରାଯାଇଥିଲା । ଏହା ପୂର୍ବରୁ ୫ ଦିନିଆ ରିମାଣ୍ଡରେ ନେଇଥିଲା କ୍ରାଇମବ୍ରାଞ୍ଚ । ଆଜି ତୃତୀୟ ପାର୍ୟ୍ୟାୟ ରିମାଣ୍ଡ ଅବଧିର ଶେଷ ଦିନ ଥିଲା । ସେପଟେ, ଅଭିଯୁକ୍ତ ଗୋପାଳ ବାବଦରେ କ୍ରାଇମବ୍ରାଞ୍ଚ ଦିନକୁ ଦିନ ନୂଆ ନୂଆ ତଥ୍ୟର ସାମ୍ନା କରୁଛି । ଗୋପାଳ ସାର୍ପ ସୁଟର ଥିବା କ୍ରାଇମବ୍ରାଞ୍ଚ ଜାଣିବାକୁ ପାଇଛି । ପୂର୍ବରୁ ପୁଲିସ ବିଭାଗରେ ଅନୁଷ୍ଟିତ ହୋଇଥିବା ବନ୍ଧୁକ ଚାଳନାରେ ସେ ଉତ୍ତମ ପ୍ରଦର୍ଶନ କରିଥିଲେ । ଗତବର୍ଷ ଡିସେମ୍ବର ମାସରେ ଜିଲ୍ଲା ପୁଲିସ ପକ୍ଷରୁ ତାଙ୍କୁ ଏ ନେଇ ପୁରସ୍କୃତ ମଧ୍ୟ କରାଯାଇଥିଲା । କ୍ରାଇମବ୍ରାଞ୍ଚ ଏସବୁ ଜାଣିବା ପରେ ଜିଲ୍ଲା ପୋଲିସକୁ ଏସବୁ ରେକର୍ଡ଼ ପ୍ରଦାନ କରିବାକୁ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା