Masthead

ଆଜି ପୁଣି କୋର୍ଟରେ ହାଜର ହେବେ ଗୋପାଳ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ ଆଜି ଝାରସୁଗୁଡା ଜିଲ୍ଲା ଦୌରା  ଜଜଙ୍କ କୋର୍ଟରେ ହାଜର ହେବେ । । ଏଥିପାଇଁ ଗତକାଲି ବିଳମ୍ବିତ ରାତିରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୋପାଳକୁ ଚୌଦ୍ୱାର ଜେଲ୍ ରୁ ଝାରସୁଗୁଡା ନିଆଯାଇଛି ।

ଗତ ୧୩ ତାରିଖରେ ଗୋପାଳକୁ ଝାରସୁଗୁଡା ଜେଏମ୍ଏଫ୍ସି କୋର୍ଟରେ ହାଜର କରାଯାଇଥିଲା । ଏହା ପରେ ମାମଲା ଉପର କୋର୍ଟ ତଥା ଝାରସୁଗୁଡା ଜିଲ୍ଲା ଦୌରା ଜଜଙ୍କ କୋର୍ଟକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ଜିଲ୍ଲା ଜଜଙ୍କ କୋର୍ଟରେ ଗୋପାଳର ପ୍ରଥମ ହାଜିରା ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ