Masthead

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉପସ୍ଥିତ ରହିବ ଗୋପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବହୁ ଚର୍ଚ୍ଚିତ ନବଦାସ ହତ୍ୟାକାଣ୍ଡ ମାମଲା । ଆଜି ଏଡିଜେ କୋର୍ଟରେ ହେବ ଶୁଣାଣି । ଚୌଦ୍ୱାର ଜେଲରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉପସ୍ଥିତ ରହିବ ଗୋପାଳ । ଗୋପାଳଙ୍କ ଓକିଲଙ୍କ ଦ୍ୱାରା ଗତ ୯ତାରିଖରେ ଦାଖଲ କରାଯାଇଥିବା ଡିସଚାର୍ଜ ପିଟିସନର ଶୁଣାଣି ହେବ । ଜାନୁଆରୀ ୨୯ରେ ବ୍ରଜରାଜନଗର ଗାନ୍ଧି ଛକ ନିକଟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯିବା ବେଳେ ନବ ଦାସଙ୍କୁ ଗୋପାଳ ଗୁଳି କରି ହତ୍ୟା କରିଥିବାର ଅଭିଯୋଗ ରହିଛି ।

ନବ ଦାସଙ୍କୁ ଗୁଳି କରିବା ପରେ ପୋଲିସ ଗୋପାଳକୁ ଗିରଫ କରିଥିଲା । ପରେ ଏହି ମାମଲାର ତଦନ୍ତ ଦାୟିତ୍ୱ ରାଜ୍ୟ ସରକାର କ୍ରାଇମବ୍ରାଂଚକୁ ହସ୍ତାନ୍ତର କରିଥିଲେ । ହତ୍ୟା କାଣ୍ଡକୁ ନେଇ ମେ ୨୬ରେ କ୍ରାଇମବ୍ରାଂଚ ଦାଖଲ କରିଥିଲା ଚାର୍ଜସିଟ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ