Masthead

ରାଜ୍ୟପାଳଙ୍କ ଆଖିରେ ଲୁହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରବିବାର ବିଳମ୍ବିତ ରାତିରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ଧର୍ମପତ୍ନୀ ଶୁଶିଳା ଦେବୀଙ୍କ ବିୟୋଗ ହୋଇଛି । ଧର୍ମପତ୍ନୀଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇପଡିଛନ୍ତି ରାଜ୍ୟପାଳ । ସ୍ତ୍ରୀଙ୍କ ଶେଷ ଦର୍ଶନ କରିବା ଅବସରରେ ଭୋ ଭୋ ହୋଇ କାନ୍ଦି ପକାଇଥିଲେ ରାଜ୍ୟପାଳ । ଲୁହରେ ଛଳ ଛଳ ହୋଇ ପଡିଥିଲା ରାଜ୍ୟପାଳଙ୍କ ଆଖି । ଗତ ନଭେମ୍ବର ୧ରୁ କୋଭିଡରେ ଆକ୍ରାନ୍ତ ହୋଇ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିଲେ ଓଡ଼ିଶାର ପ୍ରଥମ ମହିଳା ନାଗରିକ ସୁଶୀଳ ଦେବୀ । ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଢଙ୍ଗୀ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ରାଜ୍ୟ ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ