Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ନକ୍ସା ଅଙ୍କନକାରୀ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ବଲାଙ୍ଗିର ସ୍ୱତନ୍ତ୍ର ଯୋଜନା ଅଧିକାରୀଙ୍କ ଅଫିସର ନକ୍ସା ଅଙ୍କନକାରୀ ଜୀବଦ୍ଦିଶ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆଦର୍ଶପଡ଼ାରେ ଥିବା ଘର, କଲେଜ ଛକ ଅଫିସ, ଏବଂ ପୁଇଁନ୍ତଳା ବ୍ଲକ ଶିକାବେହେଙ୍ଗା ଗାଁରେ ଥିବା ତାଙ୍କ ପୈତୃକ ଘରେ ଭିଜିଲାନ୍ସ ଚଢାଉ କରିଛି । ସମ୍ବଲପୁର, ସୋନପୁର, ବରଗଡ଼ ଓ ବଲାଙ୍ଗିର ଭିଜିଲାନ୍ସ ବିଭାଗର ୪ଟି ଟିମ୍ ଏହି ଚଢାଉରେ ସାମିଲ ହୋଇଛନ୍ତି । ଆଦର୍ଶପଡ଼ାର ୩ମହଲା କୋଠାଘର ସହ ନଗଦ ୧ଲକ୍ଷ ୪୭ହଜାର ଟଙ୍କା, ୧୦୦ ଗ୍ରାମ ସୁନାଗହଣା, ୬ଟି ଏଟିଏମ୍ କାର୍ଡ ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଟିମ୍ ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା