Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ନକ୍ସା ଅଙ୍କନକାରୀ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ବଲାଙ୍ଗିର ସ୍ୱତନ୍ତ୍ର ଯୋଜନା ଅଧିକାରୀଙ୍କ ଅଫିସର ନକ୍ସା ଅଙ୍କନକାରୀ ଜୀବଦ୍ଦିଶ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆଦର୍ଶପଡ଼ାରେ ଥିବା ଘର, କଲେଜ ଛକ ଅଫିସ, ଏବଂ ପୁଇଁନ୍ତଳା ବ୍ଲକ ଶିକାବେହେଙ୍ଗା ଗାଁରେ ଥିବା ତାଙ୍କ ପୈତୃକ ଘରେ ଭିଜିଲାନ୍ସ ଚଢାଉ କରିଛି । ସମ୍ବଲପୁର, ସୋନପୁର, ବରଗଡ଼ ଓ ବଲାଙ୍ଗିର ଭିଜିଲାନ୍ସ ବିଭାଗର ୪ଟି ଟିମ୍ ଏହି ଚଢାଉରେ ସାମିଲ ହୋଇଛନ୍ତି । ଆଦର୍ଶପଡ଼ାର ୩ମହଲା କୋଠାଘର ସହ ନଗଦ ୧ଲକ୍ଷ ୪୭ହଜାର ଟଙ୍କା, ୧୦୦ ଗ୍ରାମ ସୁନାଗହଣା, ୬ଟି ଏଟିଏମ୍ କାର୍ଡ ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଟିମ୍ ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି