Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ):ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଖୋର୍ଦ୍ଧା ଜିଲ୍ଲା ମୋଟୁ ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ । ମୋଟୁରୁ କଟକ ଫୁଲନଖରା ସ୍ଥିତ ନିଜ ଘରକୁ ଫେରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରୁ ଚଢାଉ କରିଥିଲା ଭିଜିଲାନ୍ସ ଟିମ ।

୨ଲକ୍ଷ ୮୦ହଜାର ଟଙ୍କା, ଗାଡ଼ି ଏବଂ ଏକ ଲାପଟପ ସମେତ ଅନେକ ଫିକ୍ସ ଡିପୋଜିଟ କାଗଜପତ୍ର ଜବତ କରାଯାଇଥିବା ବେଳେ ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି । ଏହା ସହିତ ଫୁଲନଖରା ପୈତୃକ ବାସଭବନ, ମୋଟୁ ସ୍ଥିତ ସରକାରୀ ବାସଭବନ ଏବଂ କଟକ ଶଗଡ଼ିଆ ସ୍ଥିତ ଶଶୂର ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରଖିଥିବା ଭିଜିଲାନ୍ସ ବିଭାଗର ଆଡିସନାଲ ଏସ୍.ପି ଅକ୍ଷୟ କୁମାର ମିଶ୍ର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ