Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ରାଉରକେଲା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ । ରାଉରକେଲା ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତନାଘନା ଆରମ୍ଭ କରିଛ ଭିଜିଲାନ୍ସ ଟିମ୍ । ଏକ କାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢଉ କରିଛି । ସୁନ୍ଦରଗଡ ଏଡିବି କଲୋନୀ ବାସ ଭବନ ସମେତ ସୁନ୍ଦରଗଡ କାର୍ଯ୍ୟାଳୟ, ଦେବଗଡ ପୈତୃକ ଘର, ଫାର୍ମ ହାଉସ, ଅନୁଗୁଳ ଶ୍ୱଶୁର ଘର ଓ ଦେବଗଡ ଭାଇଘରେ ଚଢାଉ କରିଛି ଭିଜିଲାନ୍ସ । ପୂର୍ବରୁ ଯନ୍ତ୍ରୀ ନାରାୟଣ ପ୍ରଧାନ ନାଁରେ ବ୍ୟାପକ ଅର୍ଥ ହେରଫେର ଅଭିଯୋଗ ହୋଇଥିବା ସୂଚନା ଦେଇଛନ୍ତି ଭିଜିଲାନ୍ସ ଡିଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ