Masthead

ସରକାରଙ୍କ ନିର୍ଦ୍ଦେଶ: ଓଡ଼ିଆ ଫଳକରେ ରହିବ ଏସବୁ ନାମ

ଜଟଣୀ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ, ଦୋକାନ, ପାର୍କ, ସିନେମା ହଲ ଇତ୍ୟାଦିର ନାମ ଫଳକ ଓଡ଼ିଆରେ ଲେଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ମାତ୍ରଏହି ଫଳକ କେତେ ଠିକ ଭାବେ ଲେଖାଯାଇଛି ସେଥିପ୍ରତି କାହାର ନଜର ନାହିଁ । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଜଟଣୀ ପୋ÷ର ପରିଷଦ ଅନ୍ତର୍ଗତ ୨୦ନଂ ୱାର୍ଡରେ ଥିବା ଅଙ୍ଗନୱାଡି କେନ୍ଦ୍ର ୨୦ବି ଓ ୨୦ସି ରୁ । ଏଠାରେ ଥିବା ନାମ ଫଳକ ସମ୍ପୂର୍ଣ୍ଣ ଭୁଲ ଲେଖାଯାଇଛି । ଓଡ଼ିଆ ବନାନ ଯଦି ଶିକ୍ଷାକେନ୍ଦ୍ରରେ ଭୁଲ ହୁଏ ତେବେ ଏହାର ଖରାପ ପ୍ରଭାବ ଛାତ୍ରଛାତ୍ରୀଙ୍କ ଉପରେ ପଡିବ । ଏନେଇ ଅଧିକ ତଥ୍ୟ ଦେଉଛନ୍ତି ଜଟଣୀ ପ୍ରତିନିଧି ଅମରେଶ ରାଉତରାୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା