ସରକାରଙ୍କ ନିର୍ଦ୍ଦେଶ: ଓଡ଼ିଆ ଫଳକରେ ରହିବ ଏସବୁ ନାମ

ଜଟଣୀ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ, ଦୋକାନ, ପାର୍କ, ସିନେମା ହଲ ଇତ୍ୟାଦିର ନାମ ଫଳକ ଓଡ଼ିଆରେ ଲେଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ମାତ୍ରଏହି ଫଳକ କେତେ ଠିକ ଭାବେ ଲେଖାଯାଇଛି ସେଥିପ୍ରତି କାହାର ନଜର ନାହିଁ । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଜଟଣୀ ପୋ÷ର ପରିଷଦ ଅନ୍ତର୍ଗତ ୨୦ନଂ ୱାର୍ଡରେ ଥିବା ଅଙ୍ଗନୱାଡି କେନ୍ଦ୍ର ୨୦ବି ଓ ୨୦ସି ରୁ । ଏଠାରେ ଥିବା ନାମ ଫଳକ ସମ୍ପୂର୍ଣ୍ଣ ଭୁଲ ଲେଖାଯାଇଛି । ଓଡ଼ିଆ ବନାନ ଯଦି ଶିକ୍ଷାକେନ୍ଦ୍ରରେ ଭୁଲ ହୁଏ ତେବେ ଏହାର ଖରାପ ପ୍ରଭାବ ଛାତ୍ରଛାତ୍ରୀଙ୍କ ଉପରେ ପଡିବ । ଏନେଇ ଅଧିକ ତଥ୍ୟ ଦେଉଛନ୍ତି ଜଟଣୀ ପ୍ରତିନିଧି ଅମରେଶ ରାଉତରାୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’