Masthead

ବର୍ଷ ବର୍ଷ ଧରି ମିଳୁନି ବୀମା ଅର୍ଥ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗ ବ୍ଲକ ପ୍ରାଣୀ ଚିକିତ୍ସାଳୟରେ ଘୋର ଅବ୍ୟାବସ୍ଥା ନେଇ ବଢୁଛି ଅସନ୍ତୋଷ । ଚାଷୀମାନେ ଗୃହପାଳିତ ପ୍ରାଣୀଙ୍କ ପାଇଁ ବୀମା କରିଥିଲେ ବି ସେମାନଙ୍କ ମୃତ୍ୟୁ ପରେ ବୀମା ରାଶି ବର୍ଷ ବର୍ଷ ଧରି ମିଳୁ ନ ଥିବା ଅଭିଯୋଗ ହୋଇଛି । ଫଳରେ ସହାୟତା ପାଇଁ ଲୋକେ ଏହି ଚିକିତ୍ସାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି ।

ନଗରପଞ୍ଚାୟତର ଶଙ୍କର ମଲ୍ଲିକ, ବଡ଼ ନାନପଡ଼ାର ପ୍ରତିମା ବିଶ୍ୱାଳ, ସୁନ୍ଦରର ରେବତୀ ସେନାପତିଙ୍କ ସମେତ ଅନେକ ବ୍ୟକ୍ତି ସେମାନଙ୍କ ଗୃହପାଳିତ ପ୍ରାଣୀଙ୍କ ବାବଦକୁ ବୀମା ଅର୍ଥ ନ ପାଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏ ବିଷୟରେ ଆମେ ପ୍ରାଣୀ ଚିକିତ୍ସା ଅଧିକାରୀ ଅକ୍ଷୟ ଜେନାଙ୍କୁ ପଚାରିବାରୁ ସେ କହିଲେ, ଆମେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦେଇଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା