Masthead

ବାଚସ୍ପତିଙ୍କୁ ‘ଅପା’ ସମ୍ବୋଧନ କଲେ କୃଷିମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାର ଚତୁର୍ଥ ଦିନ । ୩ ଦିନ ହୋ-ହଲ୍ଲା ପରେ ସ୍ୱାଭାବିକ ହୋଇଥିଲା ପ୍ରଶ୍ନକାଳ । ଆଜି ପ୍ରଶ୍ନକାଳ ସମୟରେ ଗୃହରେ ଭିନ୍ନ ସ୍ଥିତି ଦେଖିବାକୁ ମିଳିଛି । ବାଚସ୍ପତିଙ୍କୁ ‘ଅପା’ ବୋଲି ସମ୍ବୋଧନ କରିଛନ୍ତି କୃଷିମନ୍ତ୍ରୀ । ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନୂତନ ବାଚସ୍ପତିକୁ ‘ଅପା’ ବୋଲି ସମ୍ବୋଧନ କରିବା ପରେ ବିରୋଧୀ ଦଳ ନେତା ଆପତି ଉଠାଇଥିଲେ । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏବଂ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଓ ତାରା ବାହୀନିପତି ନିଜ ନିଜ ସ୍ଥାନରୁ ବସି ଆପତି ଉଠାଇଥିଲେ ।

ପରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହାତଯୋଡ଼ି କହିଥିଲେ, ସବୁବେଳେ ‘ଅପା’ ବୋଲି ଡାକନ୍ତି ତେଣୁ ପାଟିରୁ ‘ଅପା’ ଶବ୍ଦ ବାହାରିଗଲା । ଯଦି ଆପଣମାନେ କହୁଛନ୍ତି ତେବେ ଅନରେବଲ ସ୍ପିକର ମ୍ୟାଡମ ଯଥା ‘ଅପା’ ବୋଲି କହି ପୁଣି ଥରେ ସମ୍ବୋଧନ କରିଥିଲେ କୃଷିମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ