Masthead

ରାଷ୍ଟ୍ରପତିଙ୍କ ଭାଷଣବେଳେ ଲାଇନ କଟିବା ଘଟଣା, ରିପୋର୍ଟ ମାଗିଲେ ରାଜ୍ୟପାଳ

ବାରିପଦା (ବଡ଼ ଖବର ବ୍ୟୁରୋ):  ରାଷ୍ଟ୍ରପତିଙ୍କ ଭାଷଣବେଳେ ଲାଇନ କଟିବା ଘଟଣା । ରିପୋର୍ଟ ମାଗିଲେ ରାଜ୍ୟପାଳ ଗଣେଶୀ ଲାଲ । ତଦନ୍ତ ପାଇଁ ବିଶ୍ଵ ବିଦ୍ୟାଳୟ କୁଳପତିଙ୍କୁ ରାଜ୍ୟପାଳଙ୍କ ଠାରୁ ଆସିଲା ଚିଠି। ତିନି ଜଣିଆ ଟିମ ଗଠନ କରି ତନାଘନା ଆରମ୍ଭ ହୋଇଥିବା ବିଶ୍ବବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି । ୯ ମିନିଟ୍ ଅନ୍ଧାରରେ ରାଷ୍ଟ୍ରପତି ତାଙ୍କର ଅଭିଭାଷଣ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ