୨୦ ଜଣଙ୍କୁ ରାଜ୍ୟପାଳ ପୋଲିସ୍‌ ମେଡାଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ୨୦୨୩ ବର୍ଷ ପାଇଁ ରାଜ୍ୟ ପୋଲିସ ମେଡାଲ ତାଲିକା ପ୍ରକାଶ। ୨ ଆଇଜିଙ୍କ ସମେତ ୨୦ ପୋଲିସ ଅଧିକାରୀ ପାଇବେ ରାଜ୍ୟପାଳ ପଦକ। ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ, କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦଙ୍କୁ ମେଡାଲ। ଗଞ୍ଜାମ ଏସପି ଜଗମୋହନ ମୀନା, ସମ୍ବଲପୁର ଏସପି ମୁକେଶ ଭାମୁ ପାଇବେ ମେଡାଲ। ବିପିଏସପିର ଅତିରିକ୍ତ ଏସପି ଉଦୟଭାନୁ ମିଶ୍ର ପାଇବେ ରାଜ୍ୟପାଳ ମେଡାଲ  । ଏସିପି ମାନସ ଗଡ଼ନାୟକ ପାଇବେ ରାଜ୍ୟପାଳ ପଦକ ପୁରସ୍କାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’