Masthead

ଭେଟ ପାଇଁ ମନାକଲା ପ୍ରଶାସନ, ଗାଡ଼ିରୁ ଓହ୍ଲାଇ ଚାଷୀଙ୍କୁ ଭେଟିଲେ ରାଜ୍ୟପାଳ

ଅତାବିରା (ବଡ଼ ଖବର ବ୍ୟୁରୋ): ଚାଷୀଙ୍କୁ ଭେଟିଲେ ରାଜ୍ୟପାଳ । ଆଜି ବରଗଡ଼ ଜିଲ୍ଲା ଗସ୍ତରେ ଆସିଥିବା ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ଅତାବିରାରେ ଏସଏଚଜିର ମହିଳାମାନଙ୍କୁ ସାକ୍ଷାତ କରିଥିଲେ । ପରେ ଅତାବିରାରୁ ବାହାରିବା ସମୟରେ ଅତାବିରା ଆରଏମସି ଗେଟ ସାମ୍ନାରେ ଅପେକ୍ଷା କରିଥିବା ଚାଷୀମାନେ ରାଜ୍ୟପାଳଙ୍କୁ ସାକ୍ଷାତ କରିବାକୁ ପ୍ରଶାସନକୁ ଅନୁରୋଧ କରିଥିଲେ । ହେଲେ ପ୍ରଶାସନ ମନା କରିଦେଇଥିଲେ । ତେବେ ରାଜ୍ୟପାଳ ଚାଷୀଙ୍କୁ ଦେଖି ଗାଡ଼ିରୁ ନିଜେ ଓଲ୍ଲାଇ ଚାଷୀଙ୍କୁ ସାକ୍ଷାତ କରିଛନ୍ତି ।

ରାଜ୍ୟପାଳ ଚାଷୀଙ୍କ ସହ ସେହି ଅଞ୍ଚଳରେ ଥିବା ବିଭିନ୍ନ ଚାଷ ଓ ଚାଷୀ ସମସ୍ୟା ନେଇ ଆଲୋଚନା କରିଛନ୍ତି । ପରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସଭାପତି ବୀରେନ୍ଦ୍ର କର ୯ ଦଫା ଦାବି ସମ୍ମିଳିତ ଏକ ସ୍ମାରକ ପାତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଥିଲେ । ଚାଷୀ ସମସ୍ୟାକୁ ନେଇ ରାଜ୍ୟ ସରକାର ଓ ପ୍ରଶାସନିକ ଅଧିକାରୀମାନଙ୍କ ସହିତ ଆଲୋଚନା କରିବି ବୋଲି ମାନ୍ୟବର ରାଜ୍ୟପାଳ ରଘୁବର ଦାସ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା