Masthead

ପରଲୋକରେ ଗୋବିନ୍ଦ ଚନ୍ଦ୍ର ମାହୁନ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ପ୍ରାଣବାୟୁ ତ୍ୟାଗ କଲେ ବରେଣ୍ୟ ଗୋବିନ୍ଦ ଚନ୍ଦ୍ର ମାହୁନ୍ତ । ଏଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟ ସ୍ଥବ୍ଧ ହୋଇଯାଇଥିଲା । ନିଜର ଅହଙ୍କାର ବିବର୍ଜିତ ବ୍ୟକ୍ତିତ୍ୱକୁ ନେଇ ବେଶ ପରିଚିତ ଥିଲେ ଗୋବିନ୍ଦ ଚନ୍ଦ୍ର ମାହୁନ୍ତ । ଭାଷା ଆନ୍ଦୋଳନର ପ୍ରତିଷ୍ଠାତା ସଦସ୍ୟ, ଯୁଗ୍ମ ଶାସନ ସଚିବ ତଥା ରାଜ୍ୟ ରେଡକ୍ରସର ଯୁଗ୍ମ ସମ୍ପାଦକ ଭଳି ଅନେକ ସଂସ୍ଥାମାନଙ୍କରେ ସାମିଲ ଥିଲେ ।

ତାଙ୍କର ବିୟୋଗରେ ଓଡ଼ିଶା ନାଗରିକ ମହାମଞ୍ଚର ଅଧ୍ୟକ୍ଷ, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ, ଭାଷା ଆନ୍ଦୋଳନର ସଭାପତି, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଗଭୀର ଶୋକ ପ୍ରକାଶ କରିବା ସଙ୍ଗେ ସଙ୍ଗେ ତାଙ୍କର ଅମୃତ ଅମ୍ଳାନ ସ୍ମୃତି ପ୍ରତି ଶ୍ରଦ୍ଧାବଚନାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା