Masthead

ଗୋବିନ୍ଦଙ୍କୁ ଧରାଇଦେଲେ ଏକ ଲକ୍ଷ ଟଙ୍କା

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ମମିତା ମେହେର ନିଖୋଜ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ମୋଷ୍ଟ ୱାଣ୍ଟେଡ ଦର୍ଶାଇ ଏକ ଲକ୍ଷ ଟଙ୍କାର ପୁରଷ୍କାର ରାଶି ଘୋଷଣା। ବଲାଙ୍ଗିର ପୁଲିସ ପକ୍ଷରୁ ଏ ଘୋଷଣା କରାଯାଇଛି। ଗୋବିନ୍ଦଙ୍କ ମୋଷ୍ଟ ଓ୍ୱାଣ୍ଟେଡ୍ ଦର୍ଶାଇ ବିଭିନ୍ନ ସ୍ଥାନରେ ଗୋବିନ୍ଦଙ୍କ ପୋଷ୍ଟର ମାରିଛି ପୁଲିସ।  ହାତ ଧୋଇଯିବାକୁ କହି ଗୋବିନ୍ଦ ଟିଟିଲାଗଡ଼ ପୋଲିସ ହେପାଜତରୁ ଖସି ପଳାଇଥିଲା।

କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ ପବ୍ଲିକ୍ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣାର ତଦନ୍ତ କରିବାକୁ ଯାଇ ମହାଲିଙ୍ଗ ହାଇସ୍କୁଲ ଷ୍ଟାଡିୟମ୍‌ରେ ଆଜି ସକାଳେ ଜେସିବି ସାହାଯ୍ୟରେ ଖୋଳାଖୋଳି ଆରମ୍ଭ ହୋଇଥିଲା। ଘଟଣାର ମାତ୍ର ୩ ଘଣ୍ଟା ପରେ ଜେସିବି ଖୋଳୁ ଖୋଳୁ ମାତ୍ର ୮-୧୦ ଫୁଟ ତଳୁ ଏକ ପୋଡ଼ି ଯାଇଥିବା ମୃତଦେହ ଉଦ୍ଧାର ହୋଇଛି। ମୃତଦେହଟି ନଷ୍ଟ ହୋଇଯାଇଥିବା ବେଳେ ଏହା କାହାର ତାହା ସ୍ପଷ୍ଟ ହୋଇପାରି ନାହିଁ। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ମମିତାଙ୍କ ମୃତଦେହ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ପରିବାର ଲୋକଙ୍କୁ ମୃତଦେହ ଦେଖାଯାଇ ନ ଥିବା ପରି ସଙ୍ଗିନ ଅଭିଯୋଗ ଆଣିଛନ୍ତି ମମିତାଙ୍କ ପରିବାର ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର