Masthead

କୋଟି କୋଟି ଟଙ୍କା ଲାଞ୍ଚ ନେଇ ଚାକିରି ଦେଉଛନ୍ତି ସରକାର: ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ଓଏସଏସସି ପ୍ରଶ୍ନପତ୍ର ସ୍କାମ ନେଇ ବିଜେପି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା । କହିଛନ୍ତି ସରକାରୀ ନିଯୁକ୍ତିରେ ୧୦ ଲକ୍ଷରୁ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଲାଞ୍ଚ କାରବାର ହେଉଛି । ଖୋଲାଖୋଲି ଭାବେ ଟଙ୍କା ନେଇ ଚାକିରି ଦିଆଯାଉଛି । ୨୩ ବର୍ଷର ବିଜେଡି ସରକାର ଦୁର୍ନୀତି ଗ୍ରସ୍ତ ।

ପିଲାଙ୍କ ସ୍ୱପ୍ନ ଧୂଳିସାତ କରିଛନ୍ତି ରାଜ୍ୟ ସରକାର । କୋଟି କୋଟି ଟଙ୍କା ଲାଞ୍ଚ ନେଇ ଚାକିରି ଦେଉଛନ୍ତି ସରକାର । ଏ ପ୍ରସଙ୍ଗ ବିଧାନସଭାରେ ଉଠାଇବା ବିଜେପି। ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ଦଳ ଦେଇଛି ଚେତାବନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ