Masthead

ଅଣ୍ଟା ଭିଡ଼ିଲା ପ୍ରଶାସନ

ଭଞ୍ଜନଗର, (ବଡ଼ ଖବର ବ୍ୟୁରୋ): ରାଜ୍ୟ ବିପର୍ୟ୍ୟୟ ପରିଚାଳନା ବିଭାଗ ସୂଚନା ମୁତାବକ ଆଗାମୀ ୧୯ ଏଵଂ ୨୦ ତାରିଖରେ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୁଷ୍ଟିରେ ରଖି ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଧରାକୋଟ ବ୍ଲକର ଜାନିବିଲି ଏଵଂ ଆଖପାଖ ନଦୀକୂଳିଆ ତଥା ତଳିଆ ଅଞ୍ଚଳ ବୁଲି ଦେଖିବା ସହ ଜାହାଡ଼ରେ ଥିବା ବନ୍ୟା ଆଶ୍ରୟସ୍ଥଳୀ ବୁଲି ଦେଖିଛନ୍ତି। ବିଡିଓ ଏଵଂ ତହସିଲଦାରମାନଙ୍କୁ ସଜାଗ ରହିବାକୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା