ଅଣ୍ଟା ଭିଡ଼ିଲା ପ୍ରଶାସନ

ଭଞ୍ଜନଗର, (ବଡ଼ ଖବର ବ୍ୟୁରୋ): ରାଜ୍ୟ ବିପର୍ୟ୍ୟୟ ପରିଚାଳନା ବିଭାଗ ସୂଚନା ମୁତାବକ ଆଗାମୀ ୧୯ ଏଵଂ ୨୦ ତାରିଖରେ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୁଷ୍ଟିରେ ରଖି ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଧରାକୋଟ ବ୍ଲକର ଜାନିବିଲି ଏଵଂ ଆଖପାଖ ନଦୀକୂଳିଆ ତଥା ତଳିଆ ଅଞ୍ଚଳ ବୁଲି ଦେଖିବା ସହ ଜାହାଡ଼ରେ ଥିବା ବନ୍ୟା ଆଶ୍ରୟସ୍ଥଳୀ ବୁଲି ଦେଖିଛନ୍ତି। ବିଡିଓ ଏଵଂ ତହସିଲଦାରମାନଙ୍କୁ ସଜାଗ ରହିବାକୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ