Masthead

ବଡଦାଣ୍ଡ ସେବା କାର୍ଯ୍ୟକ୍ରମ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ପାଇଁ ଗତ ଶନିବାରଠାରୁ ଜିଲ୍ଲା ପ୍ରଶାସନ ତରଫରୁ ଆରମ୍ଭ ହୋଇଛି ବଡଦାଣ୍ଡ ସେବା କାର୍ଯ୍ୟକ୍ରମ । ପୁରୀ ଜିଲ୍ଲା ପ୍ରଶାସନ ଓ ପୌରସଂସ୍ଥା ପକ୍ଷରୁ ଆରମ୍ଭ ହୋଇଥିବା ଏହି ସମୂହ ସଫେଇ ଅଭିଯାନରେ ସ୍ୱେଚ୍ଛାସେବୀ, ଛାତ୍ରଛାତ୍ରୀ, ସରକାରୀ କର୍ମଚାରୀ ସମସ୍ତେ ମିସି ସଫେଇ କାର୍ଯ୍ୟ କରୁଛନ୍ତି ।

ଆଜିର ସଫେଇ କାର୍ଯ୍ୟକ୍ରମରେ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ, ପୁରୀ ଜିଲ୍ଲାପାଳ, ଶ୍ରୀମନ୍ଦିର ନୀତି ପ୍ରଶାସକ , ଅତିରିକ୍ତ ଜିଲ୍ଲାପାଳ ଓ ପୌର କାର୍ଯ୍ୟନିର୍ବାହି ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି