Masthead

ହେମଦସ୍ତା ମାଡ଼ରେ ଆଈର ମୃତ୍ୟୁ

ଭଣ୍ଡାରୀ ପୋଖରୀ(ବଡ଼ ଖବର ବ୍ୟୁରୋ): ହେମଦସ୍ତା ମାଡ଼ରେ ଆଈର ମୃତ୍ୟୁ ।ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରୀ ପୋଖରୀ ଥାନା ନପଙ୍କ ଦାସସାହିରେ । ମୃତକ ହେଲେ ଶଶି ଦାସ । ଅଭିଯୋଗ ପରେ ପୋଲିସ ଓ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଶୁକ୍ରବାର ବିଳମ୍ବିତ ରାତିରେ ନାତୁଣୀ-ଆଈ ଭିତରେ ପାଟିତୁଣ୍ଡ ହୋଇଥିଲା । ଆଈ ଶୋଇଥିବା ବେଳେ ନାତୁଣୀ ଉତ୍ତ୍ୟକ୍ତ ହୋଇ ହେମଦସ୍ତା ବାଡ଼ିରେ ତାଙ୍କ ମୁଣ୍ଡକୁ ଶକ୍ତ ପ୍ରହାର କରିଥିଲା । ପ୍ରବଳ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ଆଈର ମୃତ୍ୟୁ ହୋଇଥିଲା । ଗାଁ ଲୋକଙ୍କ ଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଅଭିଯୁକ୍ତ ନାତୁଣୀକୁ ଗିରଫ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା