Masthead

ହେମଦସ୍ତା ମାଡ଼ରେ ଆଈର ମୃତ୍ୟୁ

ଭଣ୍ଡାରୀ ପୋଖରୀ(ବଡ଼ ଖବର ବ୍ୟୁରୋ): ହେମଦସ୍ତା ମାଡ଼ରେ ଆଈର ମୃତ୍ୟୁ ।ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରୀ ପୋଖରୀ ଥାନା ନପଙ୍କ ଦାସସାହିରେ । ମୃତକ ହେଲେ ଶଶି ଦାସ । ଅଭିଯୋଗ ପରେ ପୋଲିସ ଓ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଶୁକ୍ରବାର ବିଳମ୍ବିତ ରାତିରେ ନାତୁଣୀ-ଆଈ ଭିତରେ ପାଟିତୁଣ୍ଡ ହୋଇଥିଲା । ଆଈ ଶୋଇଥିବା ବେଳେ ନାତୁଣୀ ଉତ୍ତ୍ୟକ୍ତ ହୋଇ ହେମଦସ୍ତା ବାଡ଼ିରେ ତାଙ୍କ ମୁଣ୍ଡକୁ ଶକ୍ତ ପ୍ରହାର କରିଥିଲା । ପ୍ରବଳ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ଆଈର ମୃତ୍ୟୁ ହୋଇଥିଲା । ଗାଁ ଲୋକଙ୍କ ଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଅଭିଯୁକ୍ତ ନାତୁଣୀକୁ ଗିରଫ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ