Masthead

ଠିକା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଏଣକି ଠିକାକର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବାକୁ ନିଷ୍କତ୍ତି ନିଆଯାଇଛି । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦% ଦରମା ମିଳିବ । ପୂର୍ବ ନିୟମ ଅନୁସାରେ ୬ ବର୍ଷ ପରେ ନିୟମିତ ହେବେ ଠିକା କର୍ମଚାରୀ । ସେପଟେ ପ୍ରଥମ ବର୍ଷରୁ ୫୦% ଅଧିକ ଦେବାକୁ ବାର୍ଷିକ ୨୫୦ କୋଟି ଖର୍ଚ୍ଚ ହେବ । ଏହା ସହ ନିୟମିତ କର୍ମଚାରୀଙ୍କ ଭଳି ମେଡିକାଲ ଖର୍ଚ୍ଚ ପାଇବେ ଠିକା କର୍ମଚାରୀ । ଏନେଇ ସୂଚନା ଦେଲେ ମନ୍ତ୍ରୀ ପ୍ରତାପ ଜେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି