Masthead

ସୁରକ୍ଷା ବାହିନୀକୁ ବଡ଼ ସଫଳତା

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି । ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ-କାଶ୍ମୀରର ସୋପିଆନ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଛି । ସେପଟେ ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାର ଚେରବାଗ ଡ୍ରାଗଏଡ ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚିବା ସମ୍ପର୍କରେ ଗୁରନ୍ଦା ପକ୍ଷରୁ ସୂଚନା ମିଳିଥିଲା । ପରେ ପୁଲିସ, ସେନାର ମିଳିତ ଟିମ ଚେରବାଗ ଡ୍ରାଗଡ ଗ୍ରାମରେ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ।

ପ୍ରଥମେ ସୁରକ୍ଷା ବାହିନୀ ଆତଙ୍କବାଦୀମାନଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ । ହେଲେ ଆତଙ୍କବାଦୀମାନେ ଏହା ନକରି ସୁରକ୍ଷା ବାହାନୀଙ୍କ ଉପରକୁ ଗୁଳି ଚଳାଇଥିଲେ । ସେନା ମଧ୍ୟରେ ଏହାର ଉପଯୁକ୍ତ ଉତ୍ତର ଦେଇ ଦୁଇ ଆତଙ୍କବାଦୀଙ୍କୁ ନିହତ କରିଥିଲେ । ଅନ୍ୟପଟେ ନିହତ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ଆଦିଲ ଆହା ୱାନି ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ