Masthead

ଝାରସୁଗୁଡ଼ା ସହରରେ ହାତୀପଲ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ସହର ଭିତରେ ବୁଲୁଛନ୍ତି ହାତୀପଲ । ଝାରସୁଗୁଡ଼ା ସହରରେ ଶନିବାର ବିଳମ୍ବିତ ରାତିରେ ହାତୀପଲ ବୁଲୁଥିବା ଦେଖିବାକୁ ମିଳିଛି । ଏତେ ସଂଖ୍ୟକ ହାତୀପଲଙ୍କୁ ଦେଖି ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ସହରର ମୁଙ୍ଗାପଡା ଅଞ୍ଚଳରେ ପ୍ରବେଶ କରିବା ପରେ ମଙ୍ଗଳ ବଜାର ଅଞ୍ଚଳରେ ଯାଉଥିବା ଦେଖିବାକୁ ମିଳିଛି । ସହର ଭିତରେ ହାତୀକୁ ଦେଖି ଝାରସୁଗୁଡା ପୋଲିସ ଓ ସ୍ଥାନୀୟ ଲୋକେ ବନବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି ହାତୀ ପଲକୁ ଘଉଡାଇଥିଲେ । ଏହି ହାତୀପଲ ନିକଟରେ ଥିବା ଜଙ୍ଗଲକୁ ପଳାଇଯାଇଥିବା ଝାରସୁଗୁଡ଼ା ବନଖଣ୍ଡ ରେଞ୍ଜର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ