Masthead

ଗୋଷ୍ଠୀସଙ୍ଘର୍ଷ, ୭ ଆହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଗୋଷ୍ଠୀସଙ୍ଘର୍ଷକୁ ନେଇ ଉତ୍ତେଜନା, ପରେ ଗଣ୍ଡଗୋଳ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ସଦର ଥାନା କତାମାଟେରୁ ଗାଁରେ ଦୁଇ ନିର୍ଦ୍ଦିଷ୍ଟ ଧର୍ମର ଗୋଷ୍ଠୀ ମଧ୍ୟରେ କୌଣସି ଏକ କାରଣକୁ ନେଇ ହତାହାତି ପରିସ୍ଥିତି ସୃଷ୍ଟି ହୋଇଥିଲା । ପରେ ଜୋରଦାର ଗଣ୍ଡଗୋଳ ରୂପ ନେଇଥିଲା । ତେବେ କେଉଁ କାରଣରୁ ଏତେ ବଡ ଗଣ୍ଡଗୋଳ ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।

ହେଲେ ଉଭୟ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଓ ହତାହାତୀ ଯୋଗୁଁ ୭ ଜଣ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି । ଆହତ ବ୍ୟକ୍ତି ମାନଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେଠାରେ ସମସ୍ତଙ୍କ ଚିକିତ୍ସା ଜାରି ରହିଛି । ତେବେ ଏହି ଘଟଣାକୁ ନେଇ ଥାନାରେ କୌଣସି ମାମଲା ବର୍ତ୍ତମାନ ସୁଦ୍ଧା ରୁଜୁ ହୋଇ ନଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ