Masthead

ଗିରଫ ହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ତ୍ରିପାଠୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯାଜପୁର CT&GST ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ଗିରଫ । ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କୁ ଗିରଫ କଲା ଭିଜିଲାନ୍ସ । ସରକାରୀ ଟିକସ ହେରଫେର ଅଭିଯୋଗରେ ରେଡ୍ ପରେ ଗିରଫ । ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କଲା ଭିଜିଲାନ୍ସ ।  ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ