Masthead

ପୁଣି ସାମ୍ନାକୁ ଆସିଲା ଜିଏସଟି ଠକେଇ

ରାଉରକେଲା(ବଡ଼ ଖବର ବ୍ୟୁରୋ): ରାଉରକେଲାରେ ପୁଣି ସାମ୍ନାକୁ ଆସିଛି ଜିଏସଟି ଠକେଇ । ପ୍ରାୟ ୪୨କୋଟି ଟଙ୍କାର ଜିଏସଟି ଠକେଇ କରିଥିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ଜିଏସଟିର ସ୍ୱତନ୍ତ୍ର ଟିମ୍ । ରବିବାର କଟକ ଓ ଯାଜପୁରରୁ ଆସିଥିବା ସ୍ୱତନ୍ତ୍ର ଜିଏସଟି ରାଉରକେଲାର ବିଭିନ୍ନ ସ୍ଥାନରେ ଚଢଉ କରିଥିଲା । ବିଭିନ୍ନ ବେନାମୀ କମ୍ପାନୀ ନାଁରେ ଜିଏସଟି ଠକେଇ କରିଥିବା ଅଭିଯୋଗରେ ଛେଣ୍ଡ ଏବଂ ବନ୍ଧମୁଣ୍ଡା ଅଚଂଳରୁ ଦୁଇଜଣଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିମାନେ ହେଲେ ରାଜୀବ ମିଶ୍ର ଓ ସୌମ୍ୟରଞ୍ଜନ ମହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି