ଅନଲାଇନ ଫୁଡରେ ଲାଗିବ ଜିଏସଟି, ବଢ଼ିବ ଦାମ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅନଲାଇନରେ ଖାଦ୍ୟ ମଗାଇବା ହେବ ମହଙ୍ଗା । ଜିଏସଟି କାଉନସିଲ କମିଟିର ବୈଠକରେ ଏନେଇ ଆଲୋଚନା ହେବ । ଅନଲାଇନ ଫୁଡ ଡେଲିଭରି ଆପ ଗୁଡ଼ିକୁ ୫% ଜିଏସଟି ଅନ୍ତର୍ଭୁକ୍ତ କରିବାକୁ ଏହି ବୈଠକରେ ନିଷ୍ପତ୍ତି ନେିପାରେ ଜିଏସଟି କାଉନସିଲ କମିଟି । ସୂଚନାମୁତାବକ ଜିଏସଟି କାଉନସିଲ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ ।

ଏଥିରେ ନିର୍ମଳା ସୀତାରମଣ ଅଧ୍ୟକ୍ଷତା କରିବେ । ସବୁ ରାଜ୍ୟର ଅର୍ଥମନ୍ତ୍ରୀ ମାନଙ୍କୁ ମଧ୍ୟ ଏଥିରେ ଯୋଗ ଦେବାକୁ କୁହାଯାଇଛି । ବର୍ତ୍ତମାନର ଆର୍ଥିକ ସ୍ଥିତି ଅନୁଯାୟୀ ଟ୍ୟାକ୍ସ ଆକାରରେ ସରକାରଙ୍କୁ ବାର୍ଷିକ ୨ହଜାର କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ୁଛି । ତେଣୁ ଏହା ଉପରେ ବିଚାର କରାଯିବା ସହ କରୋନା କାଳରେ ବଢ଼ିଥିବା ପେଟ୍ରୋଲ, ଡିଜେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମକୁ ନେଇ ମଧ୍ୟ ଆଲୋଚନା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ