Masthead

ସନ୍ତୋଷ ଟ୍ରେଡିଂ କମ୍ପାନୀରେ ଜିଏସଟି ରେଡ୍

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ସନ୍ତୋଷ ଟ୍ରେଡିଂ କମ୍ପାନୀରେ ରେଡ । ଅନୁଗୁଳ ତୁରଙ୍ଗ ଛକରେ ଥିବା ସନ୍ତୋଷ ଟ୍ରେଡିଂ କମ୍ପାନୀରେ ଜିଏସଟି ରେଡ ଚାଲିଛି । ଜିଏସଟିଏ ଏକ ୮ ଜଣିଆ ଟିମ୍ ଚଢାଉ କରିଛି । ଆସିଷ୍ଟାଣ୍ଡ ଆଡିସନାଲ ଡାଇରେକ୍ଟର ଓମ୍ ପ୍ରକାଶ ନାୟକଙ୍କ ନେତୃତ୍ୱରେ ଏହି ଚଢାଉ କରାଯାଇଥିଲା । ପ୍ରାୟ ଦୁଇ ଗାଡି ରେ ଆସି ଏହି ରେଡ୍ କରୁଥିଲେ । ସନ୍ତୋଷ ଟ୍ରେଡିଂ କମ୍ପାନିର ମାଲିକ ହେଉଛନ୍ତି ବିକାଶ ବାଗିଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ