ଓଡ଼ିଶାରେ ୧୨ ଦିନ ଲୁଚି ରହିଥିଲା ଗୁଡ୍ଡୁ ମୁସଲିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୧୨ ଦିନ ଲୁଚି ରହିଥିଲା ଗୁଡ୍ଡୁ ମୁସଲିମ । ଏପ୍ରିଲ ୨ରୁ ୧୩ ପର୍ୟ୍ୟନ୍ତ ଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି । ଗୁଡ୍ଡୁ ମୁସଲିମର ଅବସ୍ଥାନ ନେଇ ଜାତୀୟ ଗଣମାଧ୍ୟମରେ ପ୍ରଥମେ ଖବର ପ୍ରକାଶ ପାଇଥିଲା । ଏପ୍ରିଲ ୨ରୁ ୧୩ ପର୍ୟ୍ୟନ୍ତ ବରଗଡ଼ରେ ରହିଥିବା ଖବର ପ୍ରକାଶ ପାଇଛି । ବରଗଡ଼ରୁ ଗୁଡ୍ଡୁ ଛତିଶଗଡ଼ ପଳାଇଥିବା ସୂଚନା ମିଳିଛି । ମିରଟ, ଆଜମେର, ଝାନସୀ, ନାସିକ, ପୁଣେ ପରେ ବରଗଡ଼ ଆସିଥିଲା ଗୁଡ୍ଡୁ । ଗୁଡ୍ଡୁର ପ୍ରମୁଖ ସହଯୋଗୀ ରାଜା ଖାନକୁ ଏସଟିଏଫ ଜେରା କରିଥିବା ସୂଚନା ମିଳିଛି । ପ୍ରଥମେ ପୁରୀ ପରେ ବରଗଡ ଆସିଥିଲା ଗୁଡ୍ଡୁ ମୁସଲିମ । ଗୁଡ୍ଡୁକୁ ନେଇ ପୋଲିସ ଡିଜିଙ୍କ କ୍ୟାମ୍ପ ଅଫିସରେ ବଛା ବଛା ଅଫିସରଙ୍କୁ ନେଇ ବୈଠକ ହୋଇଛି । ଏଡିଜି ଆଇନଶୃଙ୍ଖଳା, ଏଡିଜି ଓଡ଼ିଶା ସ୍ପେଶାଲ୍ ଆର୍ମଡ ପୋଲିସ, ପୋଲିସ କମିଶନରଙ୍କ ସହ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ପୋଲିସ ଡିଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ