Masthead

ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ ହେଲା ‘ଗୁଡ଼ି ଯାଆ ଉଡ଼ି ‘

ବହିଟି ଲେଖିଛନ୍ତି ବିଶିଷ୍ଟ ଶିଶୁ ସାହିତ୍ୟିକ ବଙ୍କିମ ଚନ୍ଦ୍ର ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଶିଷ୍ଟ ଶିଶୁ ସାହିତ୍ୟିକ ବଙ୍କିମ ଚନ୍ଦ୍ର ନାୟକଙ୍କ ରଚିତ ଏବଂ ଏନ.ବି.ଟି ଇଣ୍ଡିଆ ଦ୍ୱାରା ପ୍ରକାଶିତ ‘ଗୁଡ଼ି ଯାଆ ଉଡ଼ି’ । ଗତକାଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଛି । ଏହି କାର୍ଯ୍ୟକ୍ରମରେ ‘ଝୁମୁକା’ର ସଂପାଦକ ମାନସ ଚନ୍ଦ୍ର ସାମଲ ଉପସ୍ଥିତ ଥିଲେ । ନ୍ୟାସନାଲ ବୁକ୍ ଟ୍ରଷ୍ଟର ଓଡ଼ିଆ ଭାଷା ସଂପାଦକ ପ୍ରମୋଦ ସରଙ୍କ ତତ୍ତ୍ୱାବଧନାରେ ପୁସ୍ତକଟି ପ୍ରକାଶ ପାଇଛି । ଏହାର ଅଳଙ୍କରଣ କରିଛନ୍ତି ବ୍ରଜ କିଶୋର ଜେନା । ଏହି ଅବସରରେ ଶ୍ରୀଯୁକ୍ତ ନାୟକଙ୍କୁ ରାଜ୍ୟପାଳ ଶୁଭେଚ୍ଛା ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ