Masthead

ନନ୍ଦନକାନନ ଆସୁଛନ୍ତି ନୂଆ ଅତିଥି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ଜୟପୁର ଚିଡ଼ିଆଖାନାରୁ ନନ୍ଦନକାନନକୁ ଆସୁଛନ୍ତି ୮ ନୂଆ ଅତିଥି । ଜୟପୁର ଚିଡ଼ିଆଖାନାରୁ ନନ୍ଦନକାନନ ଅଭିମୁଖେ ସମସ୍ତ ପ୍ରାଣୀ ବାହାରିଛନ୍ତି ଖୁବ୍ ଯଲଦି ପହଞ୍ଚିଯିବେ । ନନ୍ଦନକାନନରେ ପହଞ୍ଚିବା ପରେ ସମସ୍ତ ପ୍ରାଣୀଙ୍କୁ ୧୪ ଦିନର କ୍ୱାରେଣ୍ଟାଇନରେ ରଖାଯିବ । ଏହାର ଦୁଇ ଦିନ ପରେ ପର୍ଯ୍ୟଟକଙ୍କ ପାଇଁ ଦେଖିବାର ସୁଯୋଗ ମିଳିବ। ଅତିଥି ମାନଙ୍କ ମଧ୍ୟରେ ୨ଟି ଚିତା ବାଘ, ୨ଟି ଘଡ଼ିଆଳ କୁମ୍ଭୀର, ୨ଟି ପେଚ୍ଚା ଓ ୨ଟି ଚିଙ୍କାରା ଜାତୀୟ ହରିଣ ଅଛନ୍ତି । ଏନେଇ ସୂଚନା ଦେଇଛନ୍ତି ନନ୍ଦନକାନନର ଉପ ନିର୍ଦ୍ଦେଶକ ।

ଅନ୍ୟପଟେ ନନ୍ଦନକାନନରେ ମାଇ ଜିରାଫ ଥିବା ବେଳେ ଜିରାଫ ବଂଶ ବୃଦ୍ଧି କରିବା ଉଦ୍ଦେଶ୍ୟରେ ପୁରୁଷ ଜିରାଫ ଖୋଜା ଚାଲିଛି । ଗଣ୍ଡା ପାଇଁ ମଧ୍ୟ ଅନୁରୁପ ଭାବେ ପାଟନା ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି