Masthead

ଏପ୍ରିଲ ମାସ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ଦିନକୁ ଦିନ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏପ୍ରିଲ ମାସ ପାଇଁ ଗାଇଡଲାଇନ ଜାରି କରିଛନ୍ତି । କୋଭିଡ କଟକଣାକୁ କଡାକଡି ଭାବେ ପାଳନ କରିବାକୁ ରାଜ୍ୟ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର ।

ଏହା ଛଡା କୋଭିଡ ନିୟମ ପାଳନ ପାଇଁ ରାଜ୍ୟ ଗୁଡିକରେ କଡା ପଦକ୍ଷେପ ନିଅନ୍ତୁ ବୋଲି କହିଛନ୍ତି କେନ୍ଦ୍ର ସରକାର । ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ନିୟମକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଟେଷ୍ଟିଂ, ଟ୍ରାକିଂ ଓ ଟ୍ରିଟ୍ ପ୍ରୋଟୋକଲକୁ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି କଣ୍ଟେନମେଣ୍ଟ ଜୋନକୁ ସଠିକ ଭାବେ ଚିହ୍ନଟ କରିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ଅଞ୍ଚଳରେ ଜିଲ୍ଲା ପ୍ରଶାସନ କଟକଣା ଲଗାଇ ପାରିବେ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ