Masthead

ଏକାଦଶ ଶ୍ରେଣୀ ପାଇଁ ଆସିଲା ଗାଇଡଲାଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏକାଦଶ ଶ୍ରେଣୀ ପାଇଁ ଆସିଲା ଗାଇଡଲାଇନ । ଆସନ୍ତା ୨୧ ତାରିଖରୁ ଏକାଦଶ ଶ୍ରେଣୀ ଖୋଲିବ । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି । ଏନେଇ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି । ବୈଠକରେ ଏ ସଂକ୍ରାନ୍ତରେ ଆଲୋଚନା କରାଯାଇଛି ।

ଗାଇଡଲାଇନ ଅନୁସାରେ ପ୍ରଥମ ଦିନରେ ଦୂର ଦୂରାନ୍ତରୁ ଆସୁଥିବା ପିଲାଙ୍କ ପାଇଁ ଇଣ୍ଡକ୍ସନ ସେସନ୍ ରଖାଯିବ । ସେସନ୍ରେ ପିଲାଙ୍କ ସହ ଜଣେ ଅଭିଭାବକ ରହିବେ । ଅଧ୍ୟକ୍ଷ, ବରିଷ୍ଠ ଅଧ୍ୟାପକ ଇଣ୍ଡକ୍ସନ କ୍ଲାସ ପରିଚାଳନା କରିବେ । ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ୟୁଟ୍ୟୁବ୍ କ୍ଲାସ ମଧ୍ୟ ହେବ । ଛାତ୍ରଛାତ୍ରୀମାନେ ନଭେମ୍ବର ୧ରୁ ସମ୍ପୂର୍ଣ୍ଣ ୟୁନିଫର୍ମ ସହ କ୍ଲାସ ରୁମରେ ପ୍ରବେଶ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ