Masthead

ଗଣେଶ ପୂଜା ପାଇଁ ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗଣେଶ ପୂଜା ପାଇଁ ବିଏମସି ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ମଣ୍ଡପ ବ୍ୟତିତ ଅନ୍ୟ କୌଣସି ଜାଗାରେ ଗଣେଶ ପୂଜା ହେବ ନାହିଁ । ସାଧାରଣ ସ୍ଥାନରେ ଗଣେଶ ପୂଜାକୁ ବାରଣ କରାଯାଇଛି । କୋଭିଡ କଟକଣାରେ ପୂଜାର୍ଚ୍ଚନା କରାଯିବ । ପୂଜାକୁ ସାଧାରଣ ଲୋକଙ୍କୁ ଅନୁମତି ମିଳିବ ନାହିଁ । ମୂର୍ତ୍ତି ଉଚ୍ଚତା ୪ଫୁଟରୁ କମ ରହିବ । ସଙ୍ଗଠନର କର୍ମକର୍ତ୍ତା ଏବଂ ପୂଜକଙ୍କୁ ମିଶାଇ କେବଳ ୭ଜଣଙ୍କୁ ଅନୁମତି ଦିଆଯାଇଛି ।

ସାମାଜିକ ଦୂରତା, ମାସ୍କ ଏବଂ ସାନିଟାଇଜେସନକୁ ପ୍ରାଧାନ୍ୟ ଦିଆଯାଇଛି । ପ୍ରୋସେସନକୁ ମଧ୍ୟ ବାରଣ କରାଯାଇଛି । ବିସର୍ଜନ କରିବା ପାଇଁ ମଧ୍ୟ ଗାଇଡଲାଇନ ଜାରି କାରଯାଇଛି । କୃତ୍ରିମ ପୋଖରୀ କରାଯାଇ ବିସର୍ଜନ କରାଯିବ । ଶିକ୍ଷାନୁଷ୍ଠାନ ମାନଙ୍କରେ କେବଳ ୨୦ଜଣଙ୍କୁ ନେଇ ପୂଜା ଆୟୋଜନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି