Masthead

ଦୁର୍ଗା ପୂଜା ପାଇଁ ଜାରି ହେଲା ଗାଇଡଲାଇନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ପୂଜା ପାଇଁ ଚଳଚଞ୍ଚଳ ରାଜଧାନୀ । ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାର ସହ କରିବାକୁ ଅଣ୍ଟା ଭିଡ଼ିଛି ପ୍ରଶାସନ । ଏଥର ଦୁର୍ଗାପୂଜାରେ ରାତି ୧୨ଯାଏଁ ହେବ ମେଲୋଡି । ଭୁବନେଶ୍ୱରରେ ରାତି ୧୦ ପରିବର୍ତ୍ତେ ୧୨ଯାଏଁ ହେବ ମେଲୋଡି । ଦୁର୍ଗାପୂଜା, ରାବଣପୋଡ଼ି, ଭସାଣି ଉତ୍ସବ ପାଇଁ କମିଶନରେଟ୍ ପୋଲିସ ସହ ପୂଜା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବେଳେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ପୂଜା ସମୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ଏବଂ ସୁବ୍ୟବସ୍ଥିତ ଭାବେ ରୀତିନୀତି ସହ ପୂଜା କିଭଳି ହେବ ତାକୁ ନେଇ ଆଲୋଚନା କରାଯାଇଛି। ଚଳିତ ବର୍ଷ
କଟକରେ ପୂଜା ମଣ୍ଡପ ସଂଖ୍ୟା ୧୬୮ ଥିବାବେଳେ ଭୁବନେଶ୍ୱରରେ କିନ୍ତୁ ୧୮୩ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା